Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୦୨ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୦୨ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

September 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୯ ଟି ଲୋକାଲ କେସ୍‌ ରହିଛ। ୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୫୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୬୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୬୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୩ ଜଣ, କଟକ ଜିଲ୍ଲାରୁ ୫୪, ଅନୁଗୁଳ ଜିଲ୍ଲାରୁ ୧୧, ବାଲେଶ୍ଵର ଜିଲ୍ଲାରୁ ୨୧ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧୪, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁର ଜିଲ୍ଲାରୁ ୨୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୩, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୯ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ମୋଦୀଙ୍କ ମଞ୍ଚରେ ବିଜୟଙ୍କ ପୋଷ୍ଟର, ‘ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୨୦୨୯’ ସ୍ଲୋଗାନକୁ ନେଇ ଚର୍ଚ୍ଚା

October 12, 2026

ରାହୁଲ-ଖାର୍ଗେଙ୍କୁ CJIଙ୍କ ଝଟକା! ‘ଭୋଟ ଚୋରି’ ଅଭିଯୋଗ ଶୁଣିବାକୁ କାହିଁକି ମନା କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ?

October 12, 2026

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026
Latest News

ମୋଦୀଙ୍କ ମଞ୍ଚରେ ବିଜୟଙ୍କ ପୋଷ୍ଟର, ‘ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୨୦୨୯’ ସ୍ଲୋଗାନକୁ ନେଇ ଚର୍ଚ୍ଚା

October 12, 2026

ରାହୁଲ-ଖାର୍ଗେଙ୍କୁ CJIଙ୍କ ଝଟକା! ‘ଭୋଟ ଚୋରି’ ଅଭିଯୋଗ ଶୁଣିବାକୁ କାହିଁକି ମନା କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ?

October 12, 2026

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.