କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୩ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Sep 30, 2021, 11:48 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୩ ହଜାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୭ ଲକ୍ଷ ୩୯ ହଜାର ୯୮୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୬୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୧୪ ହଜାର ୮୯୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭୭ ହଜାର ୨୦ ଆକ୍ଟିଭ୍‌ କେସ୍ ରହିଛି।

Related posts