Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଜାବ ରାଜନୀତି: ଶାହାଙ୍କୁ ଭେଟିବା ପରେ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଦୁଇଟି ବିକଳ୍ପ ଦେଲା ବିଜେପି
ଆଜିର ଖବର

ପଞ୍ଜାବ ରାଜନୀତି: ଶାହାଙ୍କୁ ଭେଟିବା ପରେ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଦୁଇଟି ବିକଳ୍ପ ଦେଲା ବିଜେପି

September 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପଞ୍ଜାବରେ ରାଜନୈତିକ ହଲଚଲ ମଧ୍ୟରେ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଗତକାଲି ଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏହି ବୈଠକ ପରେ କ୍ୟାପଟେନ ଅମରିନ୍ଦର ବିଜେପିରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଚାଲିଛି। ସେପଟେ, କ୍ୟାପଟେନଙ୍କୁ ବିଜେପି ଦୁଇଟି ବିକଳ୍ପ ଦେଇଛି ବୋଲି ସୂତ୍ରରୁ ପ୍ରକାଶ।

ସୂଚନା ଅନୁଯାୟୀ, କ୍ୟାପଟେନ ଅମରିନ୍ଦର ସିଂଙ୍କୁ ବିଜେପି ପ୍ରଥମ ବିକଳ୍ପ ଭାବେ ଦଳରେ ଯୋଗଦେବେ କି ନାହିଁ, ତାହା କ୍ୟାପଟେନଙ୍କ ଉପରେ ବିଜେପି ଛାଡିଦେଇଛି। ସେହିପରି ଦ୍ୱିତୀୟ ବିକଳ୍ପ ଭାବ ପଞ୍ଜାବରେ କ୍ୟାପଟେନ ଅମରିନ୍ଦରଙ୍କୁ ବିଜେପି ସମର୍ଥନ କରିପାରିବ ବୋଲି କହିଛି।

ଉଲ୍ଲେଖ ଯୋଗ୍ୟ ଯେ, ଗତକାଲି ଅମିତ ଶାହା ଏବଂ କ୍ୟାପଟେନ ଅମରିନ୍ଦରଙ୍କ ମଧ୍ୟରେ ପ୍ରାୟ ୪୫ ମିନିଟ୍ ପାଇଁ ବୈଠକ ହୋଇଥିଲା। ଅମିତ ଶାହାଙ୍କ ପରେ କ୍ୟାପଟେନ ଅମରିନ୍ଦର ବର୍ତ୍ତମାନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିବେ ବୋଲି ଶୁଣିବାକୁ ମିଳିଛି। ସେପଟେ କ୍ୟାପଟେନଙ୍କୁ ବିଜେପି ରାଜ୍ୟସଭାକୁ ପଠାଇ କେନ୍ଦ୍ର ସରକାରରେ ମନ୍ତ୍ରୀ କରିପାରେ ବୋଲି ଅନୁମାନ କରାଯାଉଛି। ସୂଚନାନୁସାରେ, କ୍ୟାପଟେନ ଅମରିନ୍ଦର ସିଂଙ୍କୁ ମଧ୍ୟ କୃଷି ମନ୍ତ୍ରୀ ହେବାର ଅଫର ମିଳପାରେ।

ଅମିତ ଶାହା କ୍ୟାପଟେନ ଅମରିନ୍ଦର ସିଂ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜେପି ରାଜନୈତିକ ହଲଚଲ
Share. Facebook Twitter LinkedIn Email WhatsApp Copy Link

Related Posts

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.