
ଭୁବନେଶ୍ବର: ପିପିଲି ଉପନିର୍ବାଚନରେ ଭୋଟରମାନେ ଭୋଟ ଦାନ କରିବାରେ ଆଗ୍ରହ ପ୍ରକାଶ କରିଛନ୍ତି। ଫଳରେ ଦିନ 1 ଟା ସୁଦ୍ଧା 45.32 ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ଅନୁସାରେ ବର୍ତ୍ତମାନ ଉପନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଚାଲିଛି। କେତେକ ସ୍ଥାନରେ ଇଭିଏମରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ହେଲେ ପରବର୍ତ୍ତି ସମୟରେ ତାହା ବଦଳଯାଇ ଭୋଟ ଗ୍ରହଣ ଚାଲିଛି।