Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ସ୍ୱଚ୍ଛ ଭାରତ ମିଶନ-ସହରୀ ୨.୦ ଏବଂ ଅମୃତ ୨.୦ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ସ୍ୱଚ୍ଛ ଭାରତ ମିଶନ-ସହରୀ ୨.୦ ଏବଂ ଅମୃତ ୨.୦ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ

October 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ସ୍ୱଚ୍ଛ ଭାରତ ମିଶନ-ସହରୀ ୨.୦ ଏବଂ ଅମୃତ ୨.୦ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ ଅର୍ବାନ ୨.୦ ଏବଂ ଅମୃତ ୨.୦ ନୂଆଦିଲ୍ଲୀସ୍ଥିତ ଡକ୍ଟର ଆମ୍ବେଦକର ଆନ୍ତର୍ଜାତିକ ଶିକ୍ଷାକେନ୍ଦ୍ରରେ ଆରମ୍ଭ କରିବେ । ଏସବିଏମ-ୟୁ ୨.୦ ଏବଂ ଅମୃତ ୨.୦ ଆମର ସମସ୍ତ ନଗରୀଗୁଡିକୁ ଆବର୍ଜନା ମୁକ୍ତ ଓ ଜଳ ସୁରକ୍ଷା ଯୋଗାଇବା ପାଇଁ ଉଦ୍ଦିଷ୍ଟ ।

ଏହି ପ୍ଲାଗସିପ ଅଭିଯାନ ଦୃତ ଗତିରେ ବୃଦ୍ଧି ପାଉଥିବା ସହରୀକରଣ ଆହ୍ୱାନର ମୁକାବିଲା ସହ ୨୦୩୦ ମସିହା ସୁଦ୍ଧା ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ସହାୟକ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଓ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ସହରାଞ୍ଚଳ ବିକାଶ ମନ୍ତ୍ରୀଗଣ ଏଥିରେ ଉପସ୍ଥିତ ରହିବେ ।

ଅମୃତ ୨.୦ ସ୍ୱଚ୍ଛ ଭାରତ ମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.