
ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଆଜି ସକାଳୁ ସେ ରାଜଘାଟ ଯାଇ ବାପୁଙ୍କ ସମାଧୀ ପିଠରେ ପୁଷ୍ପମାଲ୍ୟ ପ୍ରଦାନ କରିଛନ୍ତି। ଏହି ଅବସରରେ ସେ ଏକ ଟୁଇଟ କରି କହିଛନ୍ତି ଯେ,
“राष्ट्रपिता महात्मा गांधी को उनकी जन्म-जयंती पर विनम्र श्रद्धांजलि। पूज्य बापू का जीवन और आदर्श देश की हर पीढ़ी को कर्तव्य पथ पर चलने के लिए प्रेरित करता रहेगा।