Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Pipili Bye Election Result: ଶେଷ ହେଲା ପୋଷ୍ଟାଲ ବାଲଟ, ଜାରି ରହିଛି ଇଭିଏମ ଗଣତି
ଆଜିର ଖବର

Pipili Bye Election Result: ଶେଷ ହେଲା ପୋଷ୍ଟାଲ ବାଲଟ, ଜାରି ରହିଛି ଇଭିଏମ ଗଣତି

October 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Pipili Bye Election Result: ଶେଷ ହେଲା ପୋଷ୍ଟାଲ ବାଲଟ, ଜାରି ରହିଛି ଇଭିଏମ ଗଣତି

ଭୁବନେଶ୍ବର: ଆଜି ସକାଳ ଆଠଟାରୁ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପୁରୀର ପେଣ୍ଠକଟା ୱେରା ହାଉସରେ ଏହି ଗଣତି ଚାଲିଛି। ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ଏହାର 30 ମିନଟ ପରେ ଉଭୟ ପୋଷ୍ଟାଲ ଏବଂ ଇଭିଏମ ଗଣତି ଚାଲିଥିଲା। ବର୍ତ୍ତମାନ ପୋଷ୍ଟାଲ ବାଲଟ ଗଣତି ଶେଷ ହୋଇଥିବା ବେଳେ ଇଭିଏମ ଗଣତି ଚାଲିଛି।

ଶାନ୍ତି ଶୃଙ୍ଖଳା ବଜାଇ ରଖିବା ପାଇଁ ଗଣିତ ସ୍ଥାନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସ୍ଥାନୀୟ ପୋଲିସ ସହିତ ରାଜ୍ୟ ଆର୍ମଡ ଫୋର୍ସ, ସିଏପିଏଫ। ପ୍ରତିଟି କାଉଣ୍ଟିଂ ହଲ ନିକଟରେ ଆର୍ମଡ ଫୋସ, କାଉଣ୍ଟି କେନ୍ଦ୍ରରେ ସିଏପିଏଫ ଏବଂ ବାହାରେ ସ୍ଥାନୀୟ ପୋଲିସ ତଦାରଖ କରିବେ। ଅପରାହ୍ନ ସୁଦ୍ଧା ଫଳାଫଳ କଣ ହେବ ତାହା ଜଣାପଡିଯିବ।

ପିପିଲି ଉପନିର୍ବାଚନ ଭୋଟ ଗଣତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.