Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ ୨୪ ଘଣ୍ଟାରେ ୫୨୮ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ଗତ ୨୪ ଘଣ୍ଟାରେ ୫୨୮ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

October 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଟି ଲୋକାଲ କେସ୍‌ ରହିଛ। ୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୬୯, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ଦେବଗଡ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୯ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025

କାଶିନଗରଠାରେ ନବନିର୍ମିତ ଗ୍ରାମ ନ୍ୟାୟାଳୟର ନୂତନ ଅଟ୍ଟାଳିକାକୁ ଉଦଘାଟନକଲେ ହାଇକୋର୍ଟର ମୁଖ୍ୟ ବିଚାରପତି

July 23, 2025

ଏନସିଇଆରଟି ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପଡ଼ିବା ପ୍ରସଙ୍ଗ: ସ୍ପଷ୍ଟ କଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ

July 23, 2025

‘ଶୋଇବା ପୂର୍ବରୁ ଶ୍ରୀ ରାମଚରିତମାନସର ଶ୍ଳୋକ ପାଠ କରନ୍ତୁ’: ତାଲିମ ନେଉଥିବା ପୋଲିସଙ୍କୁ ନିର୍ଦ୍ଦେଶ

July 23, 2025
Latest News

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025

କାଶିନଗରଠାରେ ନବନିର୍ମିତ ଗ୍ରାମ ନ୍ୟାୟାଳୟର ନୂତନ ଅଟ୍ଟାଳିକାକୁ ଉଦଘାଟନକଲେ ହାଇକୋର୍ଟର ମୁଖ୍ୟ ବିଚାରପତି

July 23, 2025

ଏନସିଇଆରଟି ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପଡ଼ିବା ପ୍ରସଙ୍ଗ: ସ୍ପଷ୍ଟ କଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ

July 23, 2025

‘ଶୋଇବା ପୂର୍ବରୁ ଶ୍ରୀ ରାମଚରିତମାନସର ଶ୍ଳୋକ ପାଠ କରନ୍ତୁ’: ତାଲିମ ନେଉଥିବା ପୋଲିସଙ୍କୁ ନିର୍ଦ୍ଦେଶ

July 23, 2025

ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦରେ ପୁଣି ପାକିସ୍ତାନର କାଶ୍ମୀର ପ୍ରେମ: କଡ଼ା ପ୍ରହାର କଲା ଭାରତ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.