Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ

October 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୧୩ ହଜାର ୯୦୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୮୧୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୯୪ ହଜାର ୫୨୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭୦ ହଜାର ୫୫୭ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନା ଅପଡେଟ୍ କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାଣିଜ୍ୟିକ ପ୍ରତିଷ୍ଠାନର ଫଳକରେ ଓଡ଼ିଆ ଲେଖାକୁ କଲେ ବାଧ୍ୟତାମୂଳକ

August 6, 2025

ଭାରତଠାରୁ ୫୦ ପ୍ରତିଶତ ଶୁଳ୍କ ଆଦାୟ କରିବ ଆମେରିକା: ଏହି କାରଣରୁ ଜରିମାନା ଲଗାଇଲେ ଡୋନାଲ୍ଡ ଟ୍ରମ୍ପ 

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025

ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସ 

August 6, 2025
Latest News

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାଣିଜ୍ୟିକ ପ୍ରତିଷ୍ଠାନର ଫଳକରେ ଓଡ଼ିଆ ଲେଖାକୁ କଲେ ବାଧ୍ୟତାମୂଳକ

August 6, 2025

ଭାରତଠାରୁ ୫୦ ପ୍ରତିଶତ ଶୁଳ୍କ ଆଦାୟ କରିବ ଆମେରିକା: ଏହି କାରଣରୁ ଜରିମାନା ଲଗାଇଲେ ଡୋନାଲ୍ଡ ଟ୍ରମ୍ପ 

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025

ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସ 

August 6, 2025

ଦିଲ୍ଲୀରେ ପିନାକୀ ମିଶ୍ର ଓ ମହୁଆ ମୋଇତା ଦେଲେ ବିବାହ ଭୋଜି, ଜାଣନ୍ତୁ କେଉଁମାନେ ଦେଲେ ଯୋଗ, କଣ କହିଲେ..

August 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.