Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି

October 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026
Latest News

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.