Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମମତା ସରକାରକୁ ନିର୍ବାଚନ ଆୟୋଗର ନିର୍ଦ୍ଦେଶ, ଉପ-ନିର୍ବାଚନ ଫଳାଫଳ ପରେ ହେବ ନାହିଁ ​​ବିଜୟ ଉତ୍ସବ
ଆଜିର ଖବର

ମମତା ସରକାରକୁ ନିର୍ବାଚନ ଆୟୋଗର ନିର୍ଦ୍ଦେଶ, ଉପ-ନିର୍ବାଚନ ଫଳାଫଳ ପରେ ହେବ ନାହିଁ ​​ବିଜୟ ଉତ୍ସବ

October 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକୋତା: ପଶ୍ଚିମବଙ୍ଗର ତିନୋଟି ବିଧାନସଭା ଆସନରେ ଉପ-ନିର୍ବାଚନର ଫଳାଫଳ ପୂର୍ବରୁ ନିର୍ବାଚନ ଆୟୋଗ ରାଜ୍ୟ ସରକାରଙ୍କୁ ଚିଠି ଲେଖି କୌଣସି ପ୍ରକାର ଉତ୍ସବ ପାଳନ ନକରିବାକୁ ନିର୍ଦ୍ଦେଶ ଦେଇଛି। ଏହି ଚିଠିରେ ନିର୍ବାଚନ ଆୟୋଗ ରାଜ୍ୟର ମମତା ସରକାରକୁ କହିଛି ଯେ, ଉପ-ନିର୍ବାଚନ ପାଇଁ ଭୋଟ୍ ଗଣତି ସମୟରେ କିମ୍ବା ଫଳାଫଳ ଘୋଷଣା ହେବା ପରେ କୌଣସି ପ୍ରକାରର ବିଜୟ ଉତ୍ସବ/ଶୋଭାଯାତ୍ରା ପାଳନ ହେବ ନାହିଁ। ଏଥିସହ ନିର୍ବାଚନ ପରେ କୌଣସି ହିଂସା ନହେବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ବାଚନ ଆୟୋଗ କହିଛି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ରାଜ୍ୟରେ ବ୍ୟାପକ ହିଂସା ଓ ଅଗ୍ନିକାଣ୍ଡ ଘଟିଥିଲା। ସେହି ହିଂସା ପାଇଁ ବିଜେପି ଟିଏମସି ସମର୍ଥକଙ୍କୁ ଦାୟୀ କରିଥିଲା।

ବର୍ତ୍ତମାନ ଭବାନୀପୁର ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିକଟମ ପ୍ରତିଦ୍ଵନ୍ଦୀ ବିଜେପିର ପ୍ରିୟଙ୍କା ଟିବରୱାଲେଙ୍କ ଠାରୁ ୩୪ ହଜାର ୯୭୦ ଭୋଟରେ ଆଗୁଆ ଅଛନ୍ତି।

ଉପ-ନିର୍ବାଚନ ଫଳାଫଳ ନିର୍ବାଚନ ଆୟୋଗ ବିଜୟ ଉତ୍ସବ ମମତା ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.