Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ ୨୪ ଘଣ୍ଟାରେ ୪୦୭ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ଗତ ୨୪ ଘଣ୍ଟାରେ ୪୦୭ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

October 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୯ ଟି ଲୋକାଲ କେସ୍‌ ରହିଛ। ୪୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୪ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୮ ଟି ଜିଲ୍ଲାରୁ ୪୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୬୭ ଜଣ, କଟକ ଜିଲ୍ଲାରୁ ୬୩, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁର ଜିଲ୍ଲାରୁ ୧୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୧୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲରୁ ୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ କରୋନା ଆକ୍ରାନ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଷ୍ଟାର ଖେଳାଳି ତିଲକ ବର୍ମା ଆହତ

January 8, 2026

ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

January 8, 2026

ବିଦ୍ୟୁତ୍ ଆଘାତରେ ଗୃହରକ୍ଷୀଙ୍କର ଅକାଳ ବିୟୋଗ

January 8, 2026

ଭାରତର ନମ୍ବର 1 ଇଲେକ୍ଟ୍ରିକ୍ କାର୍ ହେଲା MG Windsor: ପଛରେ ପଡିଲା Tata Nexon EV

January 8, 2026
Latest News

ଟି-୨୦ ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଷ୍ଟାର ଖେଳାଳି ତିଲକ ବର୍ମା ଆହତ

January 8, 2026

ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

January 8, 2026

ବିଦ୍ୟୁତ୍ ଆଘାତରେ ଗୃହରକ୍ଷୀଙ୍କର ଅକାଳ ବିୟୋଗ

January 8, 2026

ଭାରତର ନମ୍ବର 1 ଇଲେକ୍ଟ୍ରିକ୍ କାର୍ ହେଲା MG Windsor: ପଛରେ ପଡିଲା Tata Nexon EV

January 8, 2026

ତୁର୍କମାନ ଗେଟ୍ ହିଂସା ମାମଲା: ଅଡୁଆରେ ଏସପି ସାଂସଦ, ଚିହ୍ନଟ ହେଲେ ୩୦ ଦଙ୍ଗାକାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.