Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ବିରୋଧରେ ଦେଶଦ୍ରୋହ ମାମଲା ପଞ୍ଜିକୃତ ହେଉ: ସିଦ୍ଧୁ
ଆଜିର ଖବର

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ବିରୋଧରେ ଦେଶଦ୍ରୋହ ମାମଲା ପଞ୍ଜିକୃତ ହେଉ: ସିଦ୍ଧୁ

October 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ଘଟଣାକୁ ନେଇ ବିଜେପି ସରକାର ଉପରେ ସର୍ବଦଳୀୟ ଆକ୍ରମଣ ହେଉଛି। ଏହି ସମୟରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଟାର୍ଗେଟ କରି ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ପଞ୍ଜିକରଣ କରିବାକୁ ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କ ବିବୃତ୍ତି ପାଇଁ ତାଙ୍କ ବିରୋଧରେ ଏକ ଦେଶଦ୍ରୋହ ମାମଲା ରୁଜୁ କରାଯାଉ ବୋଲି ସିଦ୍ଧୁ କହିଛନ୍ତି।

ମନୋହର ଲାଲ ଖଟ୍ଟର କ’ଣ କହିଥିଲେ?:

ରବିବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) କିସାନ ମୋର୍ଚ୍ଚାର ଏକ ବୈଠକରେ ମନୋହର ଲାଲ ଖଟ୍ଟର “ଜେସାକୁ ତେସା” ଭଳି ମନ୍ତବ୍ୟ ଦେଇଥିବାର ଅଭିଯୋଗ ହୋଇଥିଲା। ଉପସ୍ଥିତ ଲୋକଙ୍କୁ ଜେଲ ଯିବାକୁ ପ୍ରସ୍ତୁତ ରହିବାକୁ ମଧ୍ୟ ମନୋହର ଲାଲ କହିଥିଲେ।

ଉତ୍ତରପ୍ରଦେଶ କଂଗ୍ରେସ ନେତା ଦେଶଦ୍ରୋହ ମାମଲା ନବଜୋତ ସିଂ ସିଦ୍ଧୁ ବିଜେପି ସରକାର ମନୋହର ଲାଲ ଖଟ୍ଟର ହରିୟାଣା ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026

ଓଲଟିଲା ବସ : ୨୦ ଗୁରୁତର

April 28, 2026

ତରଭୁଜ ଖାଇ ସମ୍ପୂର୍ଣ୍ଣ ପରିବାରର ମୃତ୍ୟୁ! ବଜାରରୁ ଫଳ କିଣିବା ସମୟରେ ଏହି କଥାଗୁଡ଼ିକ ମନେ ରଖନ୍ତୁ, ନଚେତ୍ ଆସିପାରେ ବିପଦ

April 28, 2026

ଆଜି ଏପ୍ରିଲ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 28, 2026
Latest News

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026

ଓଲଟିଲା ବସ : ୨୦ ଗୁରୁତର

April 28, 2026

ତରଭୁଜ ଖାଇ ସମ୍ପୂର୍ଣ୍ଣ ପରିବାରର ମୃତ୍ୟୁ! ବଜାରରୁ ଫଳ କିଣିବା ସମୟରେ ଏହି କଥାଗୁଡ଼ିକ ମନେ ରଖନ୍ତୁ, ନଚେତ୍ ଆସିପାରେ ବିପଦ

April 28, 2026

ଆଜି ଏପ୍ରିଲ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 28, 2026

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.