Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ମୋଦିଙ୍କ ରୋଡ୍‌ ଶୋ’
ଆଜିର ଖବର

ଭୁବନେଶ୍ବରରେ ମୋଦିଙ୍କ ରୋଡ୍‌ ଶୋ’

April 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବରେର ପ୍ରଧାନମନ୍ତ୍ରୀ ମୋଦି ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଜୁପଟ୍ଟନାୟକ ବିମାନବନ୍ଦରରୁ ବରମୁଣ୍ଡା ଅଭିମୁଖେ ନରେନ୍ଦ୍ର ମୋଦି ରୋଡ୍‌ ଶୋ’ କରିଛନ୍ତି। ହାତ ହଲେଇ ଲୋକଙ୍କ ଅଭିବାଦନ ଗ୍ରହଣ କରୁଛନ୍ତି ମୋଦି। ରାସ୍ତାର ଉଭୟ ପାର୍ଶ୍ଵରେ ବହୁ ଜନସମାଗମ ଦେଖିବାକୁ ମିଳିଥିଲା। ତେବେ ମୋଦିଙ୍କର ଏହା ହେଉଛି ଓଡ଼ିଶାର ଦ୍ବିତୀୟ ଥର ରୋଡ୍‌ ଶୋ’। ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ବିଜେପିର ଷ୍ଟାର ପ୍ରଚାରକ ନରେନ୍ଦ୍ର ମୋଦି ନିଜର ଦଳର ମନୋବଳ ଦୃଢ କରିବା ପାଇଁ ଏହି ରୋଡ ଶୋ’ କରିଛନ୍ତି। ଆଜି ସମ୍ବଲପୁରଠାରେ ଏକ ଜନସଭାରେ ଉଭୟ କଂଗ୍ରେସ ଓ ବିଜେଡ଼ିକୁ ଟାର୍ଗେଟ୍‌ କରିବା ସହିତ ଓଡ଼ିଶାର ଲୋକଙ୍କ ପରିବତ୍ତର୍ନ ଚାହୁଁଛନ୍ତି ବୋଲି କହିଥିଲେ।

bhubaneswar Modi roadshow thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ: ୭ ମୃତ, ୨୪ ଆହତ

August 31, 2026

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ବିକ୍ରମ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

August 31, 2026

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ: ପଶ୍ଚିମ ଓଡ଼ିଶା ପାଇଁ ରେଡ୍‌ ଆଲର୍ଟ

August 31, 2026

“ଆମେ କ୍ଷମତାକୁ ଆସିବା ମାତ୍ରେ ୟୁସିସିକୁ ଉଚ୍ଛେଦ କରିବୁ”: କଂଗ୍ରେସର ବଡ଼ ଦାବି

August 31, 2026
Latest News

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ: ୭ ମୃତ, ୨୪ ଆହତ

August 31, 2026

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ବିକ୍ରମ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

August 31, 2026

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ: ପଶ୍ଚିମ ଓଡ଼ିଶା ପାଇଁ ରେଡ୍‌ ଆଲର୍ଟ

August 31, 2026

“ଆମେ କ୍ଷମତାକୁ ଆସିବା ମାତ୍ରେ ୟୁସିସିକୁ ଉଚ୍ଛେଦ କରିବୁ”: କଂଗ୍ରେସର ବଡ଼ ଦାବି

August 31, 2026

CJPକୁ ବଡ଼ ଆଶ୍ବସ୍ତି: ପଦଯାତ୍ରା ରୋକିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.