Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ୫୨୪ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଉ ୫୨୪ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

October 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଟି ଲୋକାଲ କେସ୍‌ ରହିଛ। ୫୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୦ ଜଣ, କଟକ ଜିଲ୍ଲାରୁ ୭୫, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୨୦ ଜଣ, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୧,  ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୮, ସୁନ୍ଦରଗଡ ଜିଲ୍ଲାରୁ ୧୧ ଏବଂ ଷ୍ଟେଟ ପୁଲରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026

ଚିଲିକାରେ ନୌବିହାର କରିବେ ମା’ ଭଗବତୀ: ପ୍ରଶାସନ ଆରମ୍ଭ କଲା ପ୍ରସ୍ତୁତି

September 14, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026

ଚିଲିକାରେ ନୌବିହାର କରିବେ ମା’ ଭଗବତୀ: ପ୍ରଶାସନ ଆରମ୍ଭ କଲା ପ୍ରସ୍ତୁତି

September 14, 2026

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.