Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

October 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୬, କଟକରୁ ୭୬, ବାଲେଶ୍ବରରୁ ୨୮, ଜଗତସିଂହପୁରରୁ ୨୭, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୩, ପୁରୀରୁ ୧୬, ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୬, ଗଞ୍ଜାମରୁ ୪, କୋରାପୁଟରୁ ୪, କେନ୍ଦ୍ରାପଡାରୁ ୩, ବରଗଡରୁ ୨, କେନ୍ଦୁଝରରୁ ୨, ନୟାଗଡରୁ ୨, କନ୍ଧମାଳରୁ ୧ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.