Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଙ୍ଗୀ: ଚୁଆରେ ବୁଡି ଭଉଣୀ ମୃତ, ଭାଇ ଗୁରୁତର
ଆଜିର ଖବର

ଟାଙ୍ଗୀ: ଚୁଆରେ ବୁଡି ଭଉଣୀ ମୃତ, ଭାଇ ଗୁରୁତର

October 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା କୁହୁଡି ରତନପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚୂଆରେ ବୁଡି ଭଉଣୀର ମୃତ୍ୟୁ ହୋଇଥିବା ବେଳେ ଭାଇ ଗୁରୁତର ହୋଇପଡିଥିବା ଖବର ହସ୍ତଗତ ହୋଇଛି।

ସୂଚନା ଅନୁଯାୟୀ, ରତନପୁର ଗ୍ରାମର ଶରତ କୁମାର ବେହେରାଙ୍କ ଝିଅ ରୀତି ସ୍ମିତା ବେହେରା (୬ ବର୍ଷ) ଏବଂ ପୁଅ ପ୍ରୀତମ କୁମାର ବେହେରା (୪ ବର୍ଷ) ସିନେମାହଲ ନିକଟରେ ପଥର ଖଣିକୁ ଶୌଚ ହେବାକୁ ଯାଇଥିଲେ। ସେଠାରେ ଉଭୟଙ୍କ ଗୋଡ ଖସି ଯିବାରୁ ଚୂଆ ଭିତରେ ବୁଡିଯାଇଥିଲେ। ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭାଇ ଭଉଣୀଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ଭଉଣୀକୁ ମୃତ୍ୟୁ ଘୋଷଣା କରିଥିବା ବେଳେ ଭାଇ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

ତେବେ ଏନେଇ ଟାଙ୍ଗୀ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରାଯାଇଛି। ଏବଂ ତଦନ୍ତ ଜାରି ରହିଛି ବୋଲି ଆଇଆଇସି ବିଜୟ କୁମାର ମଲିକ ସୂଚନା ଦେଇଛନ୍ତି।

ଟାଙ୍ଗୀ ଭଉଣୀ ମୃତ ଭାଇ ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.