Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି

October 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.