Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାୟକଙ୍କ ଗାଡ଼ିକୁ ବୋମା ମାଡ଼ ଘଟଣାରେ ଦୋଷୀଙ୍କୁ ଗିରଫ ପ୍ରତିବାଦରେ ବିଜେପିର ବିକ୍ଷୋଭ
ଆଜିର ଖବର

ବିଧାୟକଙ୍କ ଗାଡ଼ିକୁ ବୋମା ମାଡ଼ ଘଟଣାରେ ଦୋଷୀଙ୍କୁ ଗିରଫ ପ୍ରତିବାଦରେ ବିଜେପିର ବିକ୍ଷୋଭ

October 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧାୟକଙ୍କ ଗାଡ଼ିକୁ ବୋମା ମାଡ଼ ଘଟଣାରେ ଦୋଷୀଙ୍କୁ ଗିରଫ ପ୍ରତିବାଦରେ ବିଜେପିର ବିକ୍ଷୋଭ

ଭୁବନେଶ୍ୱର: ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକ ରେ ବିଧାନସଭାରେ ବିରୋଧୀ ଦଳର ମୁଖ୍ୟ ସଚେତକ ତଥା ବିଜେପି ଦଳର ବରିଷ୍ଠ ନେତା ମୋହନ ଚରଣ ମାଝୀଙ୍କ ଉପରେ ବୋମା ମାଡ଼ ଘଟଣାକୁ ଦୃଢ଼ ନିନ୍ଦା କରି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ବାବୁସିଂ ଙ୍କ ନେତୃତ୍ୱରେ। ସହ ସହ ବିଜେପି କାର୍ଯ୍ୟକର୍ତା ଭୁବନେଶ୍ୱର ରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ।

ସାମାଜିକ ରାଜନୈତିକ ଜୀବନରେ ଥିବା ଜଣେ ଜନପ୍ରତିନିଧିଙ୍କ ଉପରେ ଦିନ ଦ୍ୱିପହରରେ ସର୍ବସାଧାରଣ ଜାଗାରେ ଆକ୍ରମଣ କରାଯିବା ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ଏବଂ କେଉଁ ଅବସ୍ଥାରେ ଅଛି, ଏହି ଘଟଣାରୁ ଅନୁମେୟ ହେଉଛି ବୋଲି ଭୁବନେଶ୍ବର ଜିଲ୍ଲା ସଭାପତି ବାବୁସିଂ କହିଥିଲେ। ଅନେକ ସମୟରେ ଗଣତାନ୍ତ୍ରିକ ପଦ୍ଧତିରେ କଟ୍ଟୁ ସମାଲୋଚନା ହେବାକୁ ପଡେ । ଗଣତନ୍ତ୍ରରେ ବାଦ ବିବାଦ ରହିବ କିନ୍ତୁ ଜଣେ ଜନପ୍ରତିନିଧିଙ୍କୁ ରାଜରାସ୍ତାରେ ଆକ୍ରମଣ କରାଯିବା ଚିନ୍ତାର ବିଷୟ ।

ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026
Latest News

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.