Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡକ୍ଟର ପରାଶର ମହାନ୍ତି ପାଇଲେ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର
ଆଜିର ଖବର

ଡକ୍ଟର ପରାଶର ମହାନ୍ତି ପାଇଲେ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର

October 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡକ୍ଟର ପରାଶର ମହାନ୍ତି ପାଇଲେ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର: ଭାରତୀୟ ବୈଷୟକି ପ୍ରତିଷ୍ଠାନ (ଆଇଆଇଟ)ର ଗଣତ ଓ ପରିସଂଖ୍ୟାନ
ବିଭାଗ, କାନପୁର, ଉତ୍ତର ପ୍ରଦେଶଠାରେ ପ୍ରଫେସର ରୂପ କାର୍ଯ୍ୟରତ ଡକ୍ଟର ପରାଶର ମହାନ୍ତି ସମ୍ମାନଜନକ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର-୨୦୨୧ ଲାଭ କରିଛନ୍ତି । ଏପରି ବିରଳ କୃତିତ୍ୱ ହାସଲ କରିବାରେ ସେ ହେଉଛନ୍ତି ପ୍ରଥମ ଓଡିଆ ।

ଭାରତୀୟ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଏବଂ ବିଭିନ୍ନ ଶିକ୍ଷା ପ୍ରତିଷ୍ଠାନ ଗୁଡିକରେ ଶିକ୍ଷାଦାନର ମାନକୁ ସ୍ୱୀକୃତି ଦେବା ସହ ଶିକ୍ଷାଦାନର ଗୁଣବତ୍ତା ମୂଲ୍ୟାୟନ ତଥା ନିରବଚ୍ଛିନ୍ନତା ଦିଗରେ କାର୍ଯ୍ୟ କରୁଥିବା ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ( ଆଇଏନ୍‌ଏସ୍‌ଏ ) ଦ୍ୱାରା ଉକ୍ତ ପୁରସ୍କାରର ଆରମ୍ଭ କରାଯାଇଛି । ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଯେଉଁ ଶିକ୍ଷକମାନେ ଛାତ୍ରମାନଙ୍କ କ୍ୟାରିଅରକୁ ଆଗେଇ ନେବାରେ ମାର୍ଗଦର୍ଶନ କରିବା ସହ ସେମାନଙ୍କୁ ଅନୁପ୍ରାଣିତ ଓ ଉତ୍ସାହିତ କରିଛନ୍ତି, ସେମାନଙ୍କ ନିଷ୍ଠାପର ବୃତ୍ତିକୁ ସ୍ୱୀକୃତି ଦେବା ଏବଂ ସେହି କୃତି ଶିକ୍ଷକମାନଙ୍କୁ ସମ୍ମାନିତ କରିବା ଏହି ପୁରସ୍କାରର ଲକ୍ଷ୍ୟ ଅଟେ ।

ମେଡିକାଲ ଏବଂ ଇଂଜିନିୟରିଂ ବିଜ୍ଞାନ ସମେତ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ପ୍ରତ୍ୟେକଟି
ବିଭାଗ ଉକ୍ତ ପୁରସ୍କାର ଅଧିନରେ ଆସିଥାଏ । ବର୍ଷରେ ୧୫ ଟି ପର୍ଯ୍ୟାୟରେ ପୁରସ୍କାର ଦେବାର ବ୍ୟବସ୍ଥା ଏଥିରେ ରହିଛି । ଏପରି ମର୍ଯ୍ୟଦା ପୂର୍ଣ୍ଣ ପୁରସ୍କାର ଘୋଷଣା କରି ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଗାଣିତିକ ଡକ୍ଟର ପରାଶର ମହାନ୍ତିଙ୍କ ଉଚ୍ଚମାନର ଗବେଷଣା ଏବଂ ଉତ୍ସାହ ପ୍ରଦ ଶିକ୍ଷାଦାନକୁ ସ୍ୱୀକୃତି ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ରୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

October 13, 2026

ଆଇପିଏଲ-୨୦୨୭: ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଶିକ୍ଷକ ଭାବରେ ଯୁବରାଜ ସିଂହ ନିଯୁକ୍ତ

October 13, 2026

ଭିଜିଲାନ୍ସ ଜାଲରେ ସଇଁତଳା RI ଆଲନ ବେହେରା

October 13, 2026

ପୂଜା ସମୟର ଭିଡ଼କୁ ଦୃଷ୍ଟିରେ ରଖି ସମ୍ବଲପୁର ଓ ସାନ୍ତ୍ରାଗାଛି ମଧ୍ୟରେ ସ୍ୱତନ୍ତ୍ର ପୂଜା ଟ୍ରେନ

October 13, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026

ଜାନୁଆରୀ ୧୨ରୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

October 13, 2026

ଆଇପିଏଲ-୨୦୨୭: ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଶିକ୍ଷକ ଭାବରେ ଯୁବରାଜ ସିଂହ ନିଯୁକ୍ତ

October 13, 2026

ଭିଜିଲାନ୍ସ ଜାଲରେ ସଇଁତଳା RI ଆଲନ ବେହେରା

October 13, 2026

ପୂଜା ସମୟର ଭିଡ଼କୁ ଦୃଷ୍ଟିରେ ରଖି ସମ୍ବଲପୁର ଓ ସାନ୍ତ୍ରାଗାଛି ମଧ୍ୟରେ ସ୍ୱତନ୍ତ୍ର ପୂଜା ଟ୍ରେନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.