Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କମଲନାଥଙ୍କ ସମାଲୋଚନା ପରେ କାଳବୈଶାଖୀ ମୃତକଙ୍କୁ ମୋଦିଙ୍କ ସହାୟତା ଘୋଷଣା
ଆଜିର ଖବର

କମଲନାଥଙ୍କ ସମାଲୋଚନା ପରେ କାଳବୈଶାଖୀ ମୃତକଙ୍କୁ ମୋଦିଙ୍କ ସହାୟତା ଘୋଷଣା

April 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଳବୈଶାଖୀ ଝଡତୋଫାନରେ ପ୍ରାଣ ହରାଇଥିବା ପରିବାର ବର୍ଗଙ୍କ ପାଇଁ ୨ଲକ୍ଷର ସହାୟତା ରାଶି ଘୋଷଣା କରିଛନ୍ତି। ମଧ୍ୟପ୍ରଦେଶ, ଗୁଜରାତ, ରାଜସ୍ଥାନ ଏବଂ ମଣିପୁରରେ କାଳବୈଶାଖୀରେ ପ୍ରାୟ ୩୦ରୁ ଅଧିକ ଲୋକଙ୍କ ପ୍ରାଣହାନି ଘଟିଥିଲା। ଏହି ଘଟଣାରେ ମୋଦି ଦୁଃଖପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଏହା ସହିତ ଏକ ଟ୍ବିଟ୍‌ ଜରିଆରେ ମୋଦି କହିଥିଲେ କାଳବୈଶାଖୀରେ ଦେଶର ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି ଏବଂ ସରକାର ଏହା ଉପରେ ନଜର ରଖିଛନ୍ତି। ଏହା ସହିତ ଆହତ ମାନଙ୍କ ନିମନ୍ତେ ୫୦ ହଜାରର ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି ମୋଦି। ମଙ୍ଗଳବାର ଝଡତୋଫାନରେ ପ୍ରାଣହାନି ଘଟିବା ପରେ ମୋଦି ଗୁଜୁରାଟ ପାଇଁ ଆର୍ଥିକ ସହାୟତା ଘୋଷଣା କରିଥିଲେ ମାତ୍ର ଅନ୍ୟନ୍ୟ ସମସ୍ତ ରାଜ୍ୟକୁ ଅଣଦେଖା କରିଥିଲେ ଯାହାକୁ ସମାଲୋଚନା କରିଥିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ। ମୋଦି କେବଳ ଗୁଜରାତର ନୁହନ୍ତି ସମଗ୍ର ଦେଶର ପ୍ରଧାନମନ୍ତ୍ରୀ ବୋଲି ଆକ୍ଷେପ କରିବା ପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସହାୟତା ରାଶି ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ପ୍ରଥମରୁ କୌଣସି ରାଜ୍ୟ ଏନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଇନଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026
Latest News

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.