Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨ୟ ପର୍ଯ୍ୟାୟ ନିର୍ବାଚନ; ୫ଟି ଲୋକସଭା ଓ ୩୫ ବିଧାନସଭା ପାଇଁ ହେବ ମତଦାନ  
ଆଜିର ଖବର

୨ୟ ପର୍ଯ୍ୟାୟ ନିର୍ବାଚନ; ୫ଟି ଲୋକସଭା ଓ ୩୫ ବିଧାନସଭା ପାଇଁ ହେବ ମତଦାନ  

April 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
second phase voting
second phase voting

ଏପ୍ରିଲ୍‌ ୧୮ ତାରିଖ ଅର୍ଥାତ୍‌ ଗୁରୁବାର ଦିନ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଏବଂ ଆସିକା ଲୋକସଭା ଆସନ ସମେତ ଏହା ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟଗ୍ରହଣ ଅନୁଷ୍ଠିତ ହେବ। ତେବେ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକ ହେଉଛି ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲ, ରାଉରକେଲା, ରାଜଗାଙ୍ଗପୁର, ବଣେଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି. ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଏବଂ ହିଞ୍ଜିଳି। ଏହି ପର୍ଯ୍ୟାୟର ଲୋକସଭା ଆସନ ପାଇଁ ମୋଟ ୩୫ ଜଣ ପ୍ରାର୍ଥୀ ଓ ବିଧାନସଭା ଆସନ ପାଇଁ ମୋଟ ୨୪୪ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଭୋଟର ମତଦାନ କରିବେ। ସେମାନଙ୍କ ମଧ୍ୟରେ ପୁରୁଷ ଭୋଟର ସଂଖ୍ୟା ୩୯ ଲକ୍ଷ ୪୫ ହଜାର ୨୫,  ମହିଳା ଭୋଟର ସଂଖ୍ୟା ୩୭ ଲକ୍ଷ ୪୭ ହଜାର ୪୯୩ , ଭିନ୍ନକ୍ଷମ ଭୋଟରଙ୍କ ସଂଖ୍ୟା ୧,୦୮,୪୫୮ ଓ କିନ୍ନର ଭୋଟରଙ୍କ ସଂଖ୍ୟା ୬୦୪ ରହିଛି । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

 

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026
Latest News

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026

ଦେବାଶିଷ ସାମନ୍ତରାୟ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.