Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

October 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୪, କଟକରୁ ୬୨, ମୟୂରଭଞ୍ଜରୁ ୨୨, ପୁରୀରୁ ୧୯, ଜଗତସିଂହପୁରରୁ ୧୮, ସମ୍ବଲପୁରରୁ ୧୨, ବାଲେଶ୍ବରରୁ ୯, କେନ୍ଦ୍ରାପଡାରୁ ୯, ଅନୁଗୁଳରୁ ୬, ନୟାଗଡରୁ ୫, ଗଞ୍ଜାମରୁ ୪, କେନ୍ଦୁଝରରୁ ୪, କଳାହାଣ୍ଡିରୁ ୩, ରାୟଗଡାରୁ ୩, ଦେବଗଡରୁ ୨, ଗଜପତିରୁ ୨, କୋରାପୁଟରୁ ୨, ବରଗଡରୁ ୧, ଭଦ୍ରକରୁ ୧, ସୁନ୍ଦରଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୦ ହଜାର ୧୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୭ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026

ତିନି ଦିନ ମଧ୍ୟରେ ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ବିଧାନସଭାକୁ ବୋମା ଧମକ

March 27, 2026

2026 IPL ର ଉଦଘାଟନୀ ଉତ୍ସବ ବାତିଲ: ଜାଣନ୍ତୁ କାରଣ

March 27, 2026
Latest News

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026

ତିନି ଦିନ ମଧ୍ୟରେ ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ବିଧାନସଭାକୁ ବୋମା ଧମକ

March 27, 2026

2026 IPL ର ଉଦଘାଟନୀ ଉତ୍ସବ ବାତିଲ: ଜାଣନ୍ତୁ କାରଣ

March 27, 2026

ନିର୍ବାଚନ ହେବାକୁ ଥିବା ୫ ଟି ରାଜ୍ୟରେ ବିଜେପି ର ବିଧାୟକ ସଂଖ୍ୟା କେତେ?: ଜାଣନ୍ତୁ ସ୍ଥିତି

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.