Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟା ଆଶଙ୍କା ନାହିଁ, ରାଜ୍ୟରେ ୩ ଦିନ ଲାଗି ରହିବ ବର୍ଷା: ଆଇଏମଡି ମହାନିର୍ଦ୍ଦେଶକ
ଆଜିର ଖବର

ବାତ୍ୟା ଆଶଙ୍କା ନାହିଁ, ରାଜ୍ୟରେ ୩ ଦିନ ଲାଗି ରହିବ ବର୍ଷା: ଆଇଏମଡି ମହାନିର୍ଦ୍ଦେଶକ

October 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବଙ୍ଗୋପାସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଲଘୁଚାପ କ୍ଷେତ୍ର ହୋଇ ଉପକୂଳ ଅତିକ୍ରମ କରିବ। କିନ୍ତୁ ଏହା ଯୋଗୁଁ ବାତ୍ୟା ସମ୍ଭାବନା ନାହିଁ। ଏହି ସମୟରେ କେବଳ ବର୍ଷା ହେବ ଏବଂ ଉପକୂଳରେ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ତାରିଖ ଯାଏଁ ବର୍ଷା ଲାଗିରହିବ।

ଆଜିଠାରୁ ୧୭ ତାରିଖ ଯାଏଁ ଉପକୂଳ ଓଡିଶାରେ ବର୍ଷା ହେବା ଅନୁମାନ କରାଯାଇଛି। ତାପରେ ଏହା ଆଭ୍ଯନ୍ତରୀଣ ଓଡ଼ିଶାକୁ ଗତି କରି ବର୍ଷା ହେବା ସମ୍ଭାବନା ରହିଛି। ତେବେ ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।

ଘୂର୍ଣ୍ଣିବଳୟ ମୃତ୍ୟୁଞ୍ଜୟ ମହାପାତ୍ର ଲଘୁଚାପ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.