Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୭୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୭୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

October 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଭିଡ-୧୯
ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୯, କଟକରୁ ୭୬, ମୟୂରଭଞ୍ଜରୁ ୨୬, ପୁରୀରୁ ୨୩, ସମ୍ବଲପୁରରୁ ୨୧, ଜଗତସିଂହପୁରରୁ ୧୯, ବାଲେଶ୍ବରରୁ ୧୬, ଯାଜପୁରରୁ ୧୨, କେନ୍ଦ୍ରାପଡାରୁ ୧୧, ସୁନ୍ଦରଗଡରୁ ୬, ନୟାଗଡରୁ ୪, ଅନୁଗୁଳରୁ ୩, ଗଞ୍ଜାମରୁ ୩, କୋରାପୁଟରୁ ୩, ଦେବଗଡରୁ ୨, କେନ୍ଦୁଝରରୁ ୨, ବରଗଡରୁ ୧, ଭଦ୍ରକରୁ ୧, ଗଜପତିରୁ ୧, ଝାରସୁଗୁଡାରୁ ୧, କନ୍ଧମାଳରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୦ ହଜାର ୬୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026

ଚିଲିକାରେ ନୌବିହାର କରିବେ ମା’ ଭଗବତୀ: ପ୍ରଶାସନ ଆରମ୍ଭ କଲା ପ୍ରସ୍ତୁତି

September 14, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026

ଚିଲିକାରେ ନୌବିହାର କରିବେ ମା’ ଭଗବତୀ: ପ୍ରଶାସନ ଆରମ୍ଭ କଲା ପ୍ରସ୍ତୁତି

September 14, 2026

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.