Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି

October 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ଵରରୁ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୬୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Latest News

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.