Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ: ଏଭଳି ପାଳନ କରିବାକୁ ଶୁଭେଚ୍ଛୁଙ୍କୁ କଲେ ନିବେଦନ
ଆଜିର ଖବର

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ: ଏଭଳି ପାଳନ କରିବାକୁ ଶୁଭେଚ୍ଛୁଙ୍କୁ କଲେ ନିବେଦନ

October 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ।

କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି କୋଭିଡ଼ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋଭିଡ ସଂକ୍ରମଣ ଜନ୍ମଦିନ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026

ଭାଇଭଉଣୀଙ୍କୁ ହାଣିଲା ଯୁବକ

May 23, 2026
Latest News

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026

ଭାଇଭଉଣୀଙ୍କୁ ହାଣିଲା ଯୁବକ

May 23, 2026

ଆଜି ମେ ୨୩ ତାରିଖ ଶନିବାରରେ ନଅଟି ରାଶି ପାଇଁ ରହିଛି ଭଲ ଦିନ, ଖୁସିରେ ରହିବେ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.