Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୩୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୩୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

October 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୩, କଟକରୁ ୪୮, ମୟୂରଭଞ୍ଜରୁ ୨୨, ଜଗତସିଂହପୁରରୁ ୨୦, ପୁରୀରୁ ୨୦, ବାଲେଶ୍ବରରୁ ୧୬, ଯାଜପୁରରୁ ୧୪, ସମ୍ବଲପୁରରୁ ୮, ସୁନ୍ଦରଗଡରୁ ୮, କେନ୍ଦ୍ରାପଡାରୁ ୭, ନୟାଗଡରୁ ୭, କଳାହାଣ୍ଡିରୁ ୫, ଗଞ୍ଜାମରୁ ୩, ଦେବଗଡରୁ ୨, ବରଗଡରୁ ୧, ଝାରସୁଗୁଡାରୁ ୧, କନ୍ଧମାଳରୁ ୧, କେନ୍ଦୁଝରରୁ ୧, କୋରାପୁଟରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୧ ହଜାର ୧୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Latest News

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.