Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର ୨୨ ତାରିଖ ପର୍ଯ୍ୟନ୍ତ ବାତିଲ ରହିବ ଏକ ଯୋଡ଼ା ବିଶେଷ ଟ୍ରେନ
ଆଜିର ଖବର

ଅକ୍ଟୋବର ୨୨ ତାରିଖ ପର୍ଯ୍ୟନ୍ତ ବାତିଲ ରହିବ ଏକ ଯୋଡ଼ା ବିଶେଷ ଟ୍ରେନ

October 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କୋଭିଡ୧୯ ମହାମାରୀ ସମୟରେ କେତେକ ଟ୍ରେନରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ନିମ୍ନରେ ଉଲ୍ଲେଖ କରାଯାଇଥିବା ସ୍ୱତନ୍ତ୍ର ଟ୍ରେନ୍ ବାତିଲ୍ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଅକ୍ଟୋବର ୨୨ ତାରିଖ ପର୍ଯ୍ୟନ୍ତ ବାତିଲ୍ ହେଉଥିବା ଟ୍ରେନ:

୧- ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ।

ପୁରୀ-ଅନୁଗୁଳ ସ୍ପେସିଆଲ୍ ଆଂଶିକ ବାତିଲ୍:

୦୮୪୨୮/୦୮୪୨୭ ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ଅକ୍ଟୋବର ମାସ ୨୨ ତାରିଖ ପର୍ଯ୍ୟନ୍ତ ଉଭୟ ଦିଗରୁ ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ୍ ରହିବ ଏବଂ ତାଳଚେର ଓ ପୁରୀ ମଧ୍ୟରେ ଚଳାଚଳ କରିବ।

ଅକ୍ଟୋବର ୨୨ ତାରିଖ ବାତିଲ ରହିବ ବିଶେଷ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026
Latest News

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.