Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସୁଛି ଆଉ ଏକ ଲଘୁଚାପ: ଜାଣନ୍ତୁ କେଉଁ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜିର ଖବର

ଆସୁଛି ଆଉ ଏକ ଲଘୁଚାପ: ଜାଣନ୍ତୁ କେଉଁ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

October 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ପାଇଁ ଆଉ ଏକ ଲଘୁଚାପ ବିପଦ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡିଶା ଓ ଆଖପାଖ ଅଞ୍ଚଳରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮ ଟା ୩୦ ଯାଏଁ ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି।

ସେହିଭଳି ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ ଓ ଯାଜପୁର ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ତେବେ ଏହି ଉପରୋକ୍ତ ଜିଲ୍ଲାଗୁଡିକରେ ବର୍ଷା ହେବା ସହ ବଜ୍ରପାତ ସମ୍ଭାବନା ରହିଛି। କେବଳ ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲେ କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଝାରସୁଗୁଡା, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲା।

ଅତି ପ୍ରବଳ ବର୍ଷା ଅରେଞ୍ଜ ୱାର୍ଣ୍ଣିଂ ଆଉ ଏକ ଲଘୁଚାପ ପଶ୍ଚିମବଙ୍ଗ ୟେଲୋ ୱାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Latest News

‘ଅରେଞ୍ଜ ଇକୋନୋମି’କୁ ଗତି: ସାରା ଦେଶରେ କଣ୍ଟେଣ୍ଟ କ୍ରିଏଟର ଲ୍ୟାବ୍ ର ବିସ୍ତାର

April 2, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଆମେରିକା ସହିତ ଯୁଦ୍ଧ ମଧ୍ୟରେ ଭାରତକୁ ଶକ୍ତିଶାଳୀ ବାର୍ତ୍ତା ପଠାଇଲା ଇରାନ: ଜାଣନ୍ତୁ….

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.