Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାତ ଯୋଡ଼ା ସ୍ୱତନ୍ତ୍ର ଟ୍ରେନରେ ମାସିକ ସିଜିନ ଟିକେଟ୍ ପୁନଃ ପ୍ରଚଳନ
ଆଜିର ଖବର

ସାତ ଯୋଡ଼ା ସ୍ୱତନ୍ତ୍ର ଟ୍ରେନରେ ମାସିକ ସିଜିନ ଟିକେଟ୍ ପୁନଃ ପ୍ରଚଳନ

October 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନ ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବ ତଟ ରେଳପଥ ଆହୁରି ସାତ ଯୋଡ଼ା ସ୍ୱତନ୍ତ୍ର ଟ୍ରେନରେ ମାସିକ ସିଜିନ ଟିକେଟ୍ (ଏମଏସଟି)/ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି। ଏହି ଟ୍ରେନ୍ ଗୁଡିକ ହେଉଛି …

A. 08431/08432 ପୁରୀ-କଟକ-ପୁରୀ ବିଶେଷ ଟ୍ରେନ।

B. 08412/08411 ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ।

C. 08461/08462 କଟକ-ପାରାଦୀପ-କଟକ ବିଶେଷ ଟ୍ରେନ।

D. 08454/08453 କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ।

E. 08404/08403 ପୁରୀ-ଖୋର୍ଦ୍ଧା ରୋଡ଼-ପୁରୀ ବିଶେଷ ଟ୍ରେନ।

F. 68050/68049 ଭଦ୍ରକ-ଖଡଗପୁର-ଭଦ୍ରକ ବିଶେଷ ଟ୍ରେନ।

G. 08004/08003 ଭଦ୍ରକ-ହାଓଡ଼ା-ଭଦ୍ରକ ବିଶେଷ ଟ୍ରେନ।

ଏହାପୂର୍ବରୁ, ପୂର୍ବତଟ ରେଳପଥ ଛଅ ଯୋଡ଼ା ବିଶେଷ ଟ୍ରେନ ଯଥା 08428/08427 ପୁରୀ-ଅନୁଗୁଳ-ପୁରୀ, 08456/08455 ଖୋର୍ଦ୍ଧା ରୋଡ୍-କେନ୍ଦୁଝରଗଡ-ଖୋର୍ଦ୍ଧା ରୋଡ୍, 08522/08521 ବିଶାଖାପାଟନମ୍-ଗୁଣୁପୁର-ବିଶାଖାପାଟନମ୍, 08528/08527 ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍, 08263/08264 ଟିଟିଲାଗଡ-ବିଳାସପୁର-ଟିଟିଲାଗଡ ଏବଂ 07266/07265 ବିଶାଖାପାଟନମ୍-କାକିନଡା ବନ୍ଦର-ବିଶାଖାପାଟନମ୍ ବିଶେଷ ଟ୍ରେନ ଦ୍ୱାରା ଏମଏସଟି/କ୍ୟୁଏସଟି ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଥିଲା।

ଉପରୋକ୍ତ 13 ଟି ବିଶେଷ ଟ୍ରେନ ଗୁଡିକ ବ୍ୟତୀତ ଯାତ୍ରୀ ମାନେ ଚଳାଚଳ କରୁଥିବା ଅନ୍ୟ ବିଶେଷ ଟ୍ରେନ ମାନଙ୍କରେ ସିଜିନ ଟିକେଟ୍ (ଏମଏସଟି)/ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଯାତ୍ରା କରିବାକୁ ରେଳ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇନାହିଁ।

ଏମଏସଟି ଟ୍ରେନ ଯାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.