Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନ୍ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା: ଦୁଇଟି ଷ୍ଟେସନରେ ସଂଶୋଧିତ ସମୟରେ ଚଳାଚଳ କରିବ ପ୍ରଶାନ୍ତି ସ୍ପେଶାଲ୍
ଆଜିର ଖବର

ଟ୍ରେନ୍ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା: ଦୁଇଟି ଷ୍ଟେସନରେ ସଂଶୋଧିତ ସମୟରେ ଚଳାଚଳ କରିବ ପ୍ରଶାନ୍ତି ସ୍ପେଶାଲ୍

October 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଯାତ୍ରୀମାନଙ୍କ ସୁବିଧା ପାଇଁ ବାଙ୍ଗାଲୋର ପୂର୍ବ ଏବଂ ବାଙ୍ଗାଲୋର କ୍ୟାଣ୍ଟ ଷ୍ଟେସନରେ ପ୍ରଶାନ୍ତି ସ୍ପେଶାଲ ଟ୍ରେନର ସମୟକୁ ସଂଶୋଧନ କରିବା ଏବଂ ଅସ୍ଥାୟୀ ଭାବରେ କୃଷ୍ଣରାଜପୁରମ୍ ଷ୍ଟେସନ ଠାରେ ହାଓଡ଼ା-ଯଶୋବନ୍ତପୁର ସ୍ପେଶାଲ୍ ର ଅତିରିକ୍ତ ରହଣି କରିବାକୁ ନିଷ୍ପତ୍ତି ନିଆଯାଇଛି।

ଭୁବନେଶ୍ୱରରୁ ଅକ୍ଟୋବର ୨୦ ତାରିଖ ଠାରୁ ଛାଡୁଥିବା ୦୮୪୬୩ ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ସ୍ପେଶାଲ ବାଙ୍ଗାଲୋର ପୂର୍ବ ଷ୍ଟେସନ ଠାରେ ଏହାର ପୂର୍ବ ନିର୍ଦ୍ଧାରିତ ସମୟ ସାରଣୀ ବଦଳରେ ପୂର୍ବାହ୍ନ ୧୦ଘ.୪୫ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୪୬ମି.ରେ ଛାଡିବ। ଏହି ଟ୍ରେନ ବାଙ୍ଗାଲୋର କ୍ୟାଣ୍ଟରେ ଏହାର ପୂର୍ବ ସମୟ ସାରଣୀ ବଦଳରେ ପୂର୍ବାହ୍ନ ୧୦ଘ.୫୧ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୫୨ମି.ରେ ବାଙ୍ଗାଲୋର ମୁଖ୍ୟ ଷ୍ଟେସନକୁ ଯାତ୍ରା କରିବ।

ଏହା ବ୍ୟତୀତ ଅକ୍ଟୋବର ୧୯ ତାରିଖରୁ ଫେବୃଆରୀ ୧୫ ତାରିଖ ମଧ୍ୟରେ ହାଓଡ଼ାରୁ ଛାଡୁଥିବା ୦୬୫୯୮ ହାଓଡ଼ା-ଯଶୋବନ୍ତପୁର ସ୍ପେଶାଲ କୃଷ୍ଣରାଜପୁରରେ ସନ୍ଧ୍ୟା ୭ଘଟିକାରେ ପହଞ୍ଚି ସନ୍ଧ୍ୟା ୭ଘ.୦୧ମି.ରେ ଯଶୋବନ୍ତପୁରକୁ ଯାତ୍ରା କରିବ।

ଗୁରୁତ୍ୱପୂର୍ଣ୍ଣ ସୂଚନା ଚଳାଚଳ କରିବ
Share. Facebook Twitter LinkedIn Email WhatsApp Copy Link

Related Posts

+2 Result Date: ଦିନକ ପରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ, ମନ୍ତ୍ରୀ କଲେ ଘୋଷଣା

May 18, 2026

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026
Latest News

+2 Result Date: ଦିନକ ପରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ, ମନ୍ତ୍ରୀ କଲେ ଘୋଷଣା

May 18, 2026

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.