Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

October 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୭, କଟକରୁ ୪୬, ବାଲେଶ୍ବରରୁ ୩୩, ମୟୂରଭଞ୍ଜରୁ ୧୭, ସୁନ୍ଦରଗଡରୁ ୧୫, ପୁରୀରୁ ୧୨, କେନ୍ଦ୍ରାପଡାରୁ ୧୧, ସମ୍ବଲପୁରରୁ ୧୧, ଯାଜପୁରରୁ ୧୦, ଜଗତସିଂହପୁରରୁ ୭, ନୟାଗଡରୁ ୭, ଭଦ୍ରକରୁ ୬, ବଲାଙ୍ଗୀରିରୁ ୬, ନୂଆପଡାରୁ ୬, ଦେବଗଡରୁ ୪, ଝାରସୁଗୁଡାରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ଢେଙ୍କାନାଳରୁ ୩, ଗଜପତିରୁ ୨, ଗଞ୍ଜାମରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ରାୟଗଡାରୁ ୨, କଳାହାଣ୍ଡିରୁ ୧, କୋରାପୁଟରୁ ୧, ମାଲକାନଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୩ ହଜାର ୩୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୭୩ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୨୨୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୪ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.