Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୪୫୪ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୪୫୪ ଆକ୍ରାନ୍ତ ଚିହ୍ନଟ

October 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୮୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୮ ହଜାର ୮୩୧ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Latest News

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.