Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ମୟୁରଭଂଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଆସନ୍ତାକାଲି ମୟୁରଭଂଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ମୟୁରଭଂଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଣ୍ଟିବେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ

ଭୁବନେଶ୍ବର: ଆସନ୍ତାକାଲି ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ।  ଏଥିସହିତ  ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ହେଲିକପ୍ଟର ଯୋଗେ ଯାଇ ବାରିପଦାର କଲେଜ ପଡିଆରେ ପହଞ୍ଚିବେ। ସେଠାରେ ଶହୀଦ ସ୍ମୃତିଭବନରେ ଆୟୋଜିତ ଏକ ସଭାରେ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ମୟୂରଭଞ୍ଜ ଜିଲ୍ଲାରେ ପ୍ରାୟ ୬ ଲକ୍ଷ ହିତାଧିକାରୀ ଏହି ସ୍ମାର୍ଟକାର୍ଡର ଲାଭ ପାଇବେ।

ସେହିପରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ୨ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ। ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।  ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ  ସେଠାରେ ଉପସ୍ଥିତ ଅଛନ୍ତି।

ପ୍ରଣବ ପ୍ରକାଶ ଦାସ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ମୟୂରଭଞ୍ଜ ଗସ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.