Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଉ ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

October 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୮ ଟି ଲୋକାଲ କେସ୍‌  ରହିଛ। ୪୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୫ ହଜାର ୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୧୮, ସୁନ୍ଦରଗଡ ଜିଲ୍ଲାରୁ ୧୪ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ କରୋନା ଆକ୍ରାନ୍ତ କ୍ବାରେଣ୍ଟିନ୍‌ କେନ୍ଦ୍ର ମୃତକଙ୍କ ସଂଖ୍ୟା ଲୋକାଲ କେସ୍‌ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026

ଆଇପିଏଲ-୨୦୨୬: ସରିଲା ସମସ୍ତ ଦଳର ମ୍ୟାଚ, ଦିଲ୍ଲୀ କ୍ୟାପିଟାଲ୍ସର ବିଜୟ ପରେ ବଦଳିଲା ପଏଣ୍ଟ ଟେବୁଲ

April 2, 2026
Latest News

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.