Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଉ ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

October 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୮ ଟି ଲୋକାଲ କେସ୍‌  ରହିଛ। ୪୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୫ ହଜାର ୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୧୮, ସୁନ୍ଦରଗଡ ଜିଲ୍ଲାରୁ ୧୪ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ କରୋନା ଆକ୍ରାନ୍ତ କ୍ବାରେଣ୍ଟିନ୍‌ କେନ୍ଦ୍ର ମୃତକଙ୍କ ସଂଖ୍ୟା ଲୋକାଲ କେସ୍‌ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

Naveen Patnaik @79: ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଦେଲେ ସୁଦର୍ଶନ ପଟ୍ଟନାୟକ

October 16, 2025

CJI ଙ୍କୁ ଜୋତା ଫିଙ୍ଗିବା ମାମଲା: ଆଇନଜୀବୀ ରାକେଶ କିଶୋରଙ୍କ ବିରୋଧରେ ଚାଲିବ ଅବମାନନା ମାମଲା

October 16, 2025

ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୩% ବୃଦ୍ଧି କଲେ ମହଙ୍ଗା ଭତ୍ତା

October 16, 2025

ଲୋକପ୍ରିୟତା ହାସଲ କରୁଛି UPI: କତର, ସିଙ୍ଗାପୁର ଏବଂ ଫ୍ରାନ୍ସ ପରେ ଏବେ ଏହି ଦେଶରେ କଲା ପ୍ରବେଶ

October 16, 2025
Latest News

Naveen Patnaik @79: ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଦେଲେ ସୁଦର୍ଶନ ପଟ୍ଟନାୟକ

October 16, 2025

ଆମେରିକା ପରେ ଭାରତକୁ ଝଟକା ଦେଲା ବ୍ରିଟେନ: ଏହି ତୈଳ କମ୍ପାନୀ ଉପରେ ଲଗାଇଲା ଆର୍ଥିକ କଟକଣା

October 16, 2025

CJI ଙ୍କୁ ଜୋତା ଫିଙ୍ଗିବା ମାମଲା: ଆଇନଜୀବୀ ରାକେଶ କିଶୋରଙ୍କ ବିରୋଧରେ ଚାଲିବ ଅବମାନନା ମାମଲା

October 16, 2025

ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୩% ବୃଦ୍ଧି କଲେ ମହଙ୍ଗା ଭତ୍ତା

October 16, 2025

ଲୋକପ୍ରିୟତା ହାସଲ କରୁଛି UPI: କତର, ସିଙ୍ଗାପୁର ଏବଂ ଫ୍ରାନ୍ସ ପରେ ଏବେ ଏହି ଦେଶରେ କଲା ପ୍ରବେଶ

October 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.