Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିରେ ମିଶିବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ବିଧିବଧ ଭାବେ କଲେ ଘୋଷଣା
ଆଜିର ଖବର

ବିଜେଡିରେ ମିଶିବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ବିଧିବଧ ଭାବେ କଲେ ଘୋଷଣା

October 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିରେ ମିଶିବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ବିଧିବଧ ଭାବେ କଲେ ଘୋଷଣା

ଭୁବନେଶ୍ବର: ଓଡିଶାରେ ସ୍ଥିର ସରକାର ଦେବାରେ ବିଜେଡି ଦଳ ସମର୍ଥ ହୋଇଛି। ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ଥିର ସରକାର ଦେବାରେ ସଫଳ ହୋଇଛନ୍ତି। ତାଙ୍କର ହାତମୁଠାକୁ ଟାଣ କରିବା ପାଇଁ ମୁଁ ବିଜେଡିରେ ଯୋଗ ଦେବି। ଏହି ଘୋଷଣା କରିଛନ୍ତି ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ଆଜି ପ୍ରଦୀପ ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ଘୋଷଣା କରିଛନ୍ତି।

ସେ ଗତ 22 ତାରିଖରେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ପରେ ଜଣାପଡିଥିଲେ ଯେ ସେ ବିଜେଡିରେ ଯୋଗ ଦେବେ। ଏ ନେଇ ସେ ବିଜେଡିର ଶୀର୍ଷ ନେତାଙ୍କ ସହିତ ବାରମ୍ବାର ଆଲୋଚନା କରିସାରିଥିଲେ। ତାହାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ଯାହା ବର୍ତ୍ତମାନ ସତ ହୋଇଛି। ଖବର ଅନୁସାରେ ଆସନ୍ତା 26 ତାରିଖରେ ସେ ବିଜେଡିରେ ସାମିଲ ହେବେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.