Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବୀ କରି ଆଜି ମୟୁରଭଂଜ ବନ୍ଦ ଡାକରା ଦେଲା ଜିଲ୍ଲା ବିଜେପି
ଆଜିର ଖବର

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବୀ କରି ଆଜି ମୟୁରଭଂଜ ବନ୍ଦ ଡାକରା ଦେଲା ଜିଲ୍ଲା ବିଜେପି

October 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବୀ କରି ଆଜି ମୟୁରଭଂଜ ଜିଲ୍ଲା ବନ୍ଦ କରୁଛି ବିଜେଡି

ବାରିପଦା: ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବୀ କରି ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦେଇଛି ଜିଲ୍ଲା ବିଜେପି। ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ମନ୍ତ୍ରୀଙ୍କ ଇସ୍ତଫା ସହ ୧୬ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି।

ନିକଟରେ ଏହି ଘଟଣାକୁ ନେଇ ବିଜେପି କଳାହାଣ୍ଡି ଏବଂ ବଲାଙ୍ଗିର ବନ୍ଦ କରିଥିଲା। ଏଥିସହିତ ଦଳର ମହିଳା କର୍ମିମାନେ ଭୁବନେଶ୍ବରରେ କ୍ୟାପିଟାଲ ଥାନାରେ ଧସାଇ ପଶିଥିଲେ। ସେହିପରି କଂଗ୍ରେସ ଦଳ ତରଫରୁ ମଧ୍ୟ ଏହି ଇସ୍ତଫା ଦାବୀ କରି ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ।

ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026
Latest News

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.