Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୩୦୬ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୩୦୬ ଆକ୍ରାନ୍ତ ଚିହ୍ନଟ

October 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୮୯ ହଜାର ୭୭୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୬୭ ହଜାର ୩୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୭ ହଜାର ୬୯୫ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026
Latest News

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.