Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନଙ୍କ ରୋଡ୍‌ ଶୋ’ : ସ୍ବତନ୍ତ୍ର ବସ୍‌ରେ ଦଳୀୟ ନେତା ଓ କର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ
ଆଜିର ଖବର

ନବୀନଙ୍କ ରୋଡ୍‌ ଶୋ’ : ସ୍ବତନ୍ତ୍ର ବସ୍‌ରେ ଦଳୀୟ ନେତା ଓ କର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ

April 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen roade show
naveen roade show

ରାଜନୀତିରେ ରୋଡ୍‌ ଶୋ’ ଏକ ପ୍ରମୁଖ ଅଂଶବିଶେଷ ପାଲଟିଛି। ପ୍ରାୟ ସମସ୍ତ ରାଜନୈତିକ ଦଳ ରୋଡ୍‌ ଶୋ’ କରି ନିଜର ଶକ୍ତି ପ୍ରଦର୍ଶନ କରାଉଛନ୍ତି। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରର ଏୟାରପୋର୍ଟଠାରୁ ବରମୁଣ୍ଡା ପର୍ଯ୍ୟନ୍ତ ରୋଡ୍‌ ଶୋ’ କରିଥିବାବେଳେ ଆଜି ବିଜେଡ଼ି ସୁପ୍ରିମୋ’ ନବୀନ ପଟ୍ଟନାୟକ ମେଗା ରୋଡ୍‌ ଶୋ’ କରୁଛନ୍ତି। କଟକରୁ ଭୁବନେଶ୍ବର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରୁଛନ୍ତି। ଏକ ସ୍ବତନ୍ତ୍ର ବସ୍‌ ଯୋଗେ ନବୀନ ଏହି ଶୋ’ କରୁଛନ୍ତି। ପୂର୍ବରୁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ୍‌ ପ୍ରଚାର ଓ ରୋଡ୍‌ ଶୋ’ କରିଥିବାବେଳେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମୁଖ୍ୟମନ୍ତ୍ରୀ ଆଜି ଏହି ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ଶୋ’ରେ ଦଳୀୟ ନେତା ଓ କର୍ମୀ ପ୍ରମୁଖ ସାମିଲ୍‌ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026
Latest News

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.