Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୪୨୮ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୪୨୮ ଆକ୍ରାନ୍ତ ଚିହ୍ନଟ

October 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୨ ହଜାର ୨୦୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୫ ହଜାର ୬୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୮୩ ହଜାର ୩୧୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୩ ହଜାର ୮୧୬ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026
Latest News

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026

କ୍ୟାପ୍‌ଟେନ୍ ସ୍ମୃତି ମନ୍ଧାନା ୟୁନିସେଫ୍ ଇଣ୍ଡିଆ ‘ସେଲିବ୍ରିଟି ଆଡ୍‌ଭୋକେଟ୍’

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.