Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସତର୍କତା ସଚେତନତା ସପ୍ତାହ: ପୂର୍ବତଟ ରେଳପଥ କର୍ମଚାରୀମାନେ ସତ୍ୟନିଷ୍ଠା ପାଇଁ ନେଲେ ଶପଥ
ଆଜିର ଖବର

ସତର୍କତା ସଚେତନତା ସପ୍ତାହ: ପୂର୍ବତଟ ରେଳପଥ କର୍ମଚାରୀମାନେ ସତ୍ୟନିଷ୍ଠା ପାଇଁ ନେଲେ ଶପଥ

October 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ
ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

ଭୁବନେଶ୍ବର: ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ-୨୦୨୧ ପାଳନ ଅବସରରେ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଆଜି ପୂର୍ବାହ୍ନରେ ୱାଲଟିୟର ରେଳ ମଣ୍ଡଳ ମୁଖ୍ୟାଳୟ ଠାରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନଙ୍କୁ ସମସ୍ତ କ୍ଷେତ୍ରରେ ସତ୍ୟନିଷ୍ଠା ଓ ସ୍ୱଚ୍ଛତା ଆଣିବାକୁ ଶପଥ ପାଠ କରାଇଥିଲେ। ଅତିରିକ୍ତ ମହାପ୍ରବାଣ୍ଡଝାଙ୍କ ସୁଧୀର କୁମାର ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ “ଅଖଣ୍ଡତା” ଉପରେ ଶପଥ ପାଠ କରାଇଥିଲେ।

ଜୀବନରେ ସମସ୍ତ କ୍ଷେତ୍ରରେ ସାଧୁତା ସହିତ ନିୟମର ପାଳନ କରିବା, କାହାଠାରୁ ଲାଞ୍ଚ ନନେବା କିମ୍ବା ନଦେବା, ସମସ୍ତ କାର୍ଯ୍ୟକୁ ସଛୋଟତା ସହ ପାରଦର୍ଶିତା ଭଳି କାର୍ଯ୍ୟକରିବା, ସାର୍ବଜନିକ ହିତରେ କାର୍ଯ୍ୟକରିବା, ବ୍ୟକ୍ତିଗତ ବ୍ୟବହାରରେ ସତ୍ୟନିଷ୍ଠା ପ୍ରଦର୍ଶନ କରିବା ସହ ଉଦାହରଣ ଦ୍ୱାରା ନେତୃତ୍ୱ ନେବା ଏବଂ ଭ୍ରଷ୍ଟାଚାରର ଯେକୌଣସି ଘଟଣାକୁ ଉଚିତ ଅଧିକାରୀଙ୍କୁ ଜଣାଇବାକୁ ମଧ୍ୟ ରେଳକର୍ମଚାରୀ ମାନେ ସଂକଳ୍ପ ନେଇଛନ୍ତି।

ଏହି ଶପଥ ଗ୍ରହଣ ଉତ୍ସବରେ ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ମାନେ ଯୋଗ ଦେଇଥିଲେ। ବରିଷ୍ଠ ଉପ ମହାପ୍ରବନ୍ଧକ ତଥା ମୁଖ୍ୟ ସତର୍କତା ଅଧିକାରୀ ଶ୍ରୀ ସଞ୍ଜୟ ମହାପାତ୍ର ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ପୂର୍ବତଟ ରେଳପଥ ସତର୍କତା ସଚେତନତା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026
Latest News

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.