Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସତର୍କତା ସଚେତନତା ସପ୍ତାହ : ପୂର୍ବତଟ ରେଳପଥ କର୍ମଚାରୀମାନେ ସତ୍ୟନିଷ୍ଠା ପାଇଁ ନେଲେ ଶପଥ
ଆଜିର ଖବର

ସତର୍କତା ସଚେତନତା ସପ୍ତାହ : ପୂର୍ବତଟ ରେଳପଥ କର୍ମଚାରୀମାନେ ସତ୍ୟନିଷ୍ଠା ପାଇଁ ନେଲେ ଶପଥ

October 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସତର୍କତା ସଚେତନତା ସପ୍ତାହ : ପୂର୍ବତଟ ରେଳପଥ କର୍ମଚାରୀମାନେ ସତ୍ୟନିଷ୍ଠା ପାଇଁ ନେଲେ ଶପଥ

ଭୁବନେଶ୍ବର: ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ-୨୦୨୧ ପାଳନ ଅବସରରେ ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଆଜି ପୂର୍ବାହ୍ନରେ ୱାଲଟିୟର ରେଳ ମଣ୍ଡଳ ମୁଖ୍ୟାଳୟ ଠାରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନଙ୍କୁ ସମସ୍ତ କ୍ଷେତ୍ରରେ ସତ୍ୟନିଷ୍ଠା ଓ ସ୍ୱଚ୍ଛତା ଆଣିବାକୁ ଶପଥ ପାଠ କରାଇଥିଲେ। ଅତିରିକ୍ତ ମହାପ୍ରବାଣ୍ଡଝାଙ୍କ ଶ୍ରୀ ସୁଧୀର କୁମାର ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ “ଅଖଣ୍ଡତା” ଉପରେ ଶପଥ ପାଠ କରାଇଥିଲେ।

ଜୀବନରେ ସମସ୍ତ କ୍ଷେତ୍ରରେ ସାଧୁତା ସହିତ ନିୟମର ପାଳନ କରିବା; କାହାଠାରୁ ଲାଞ୍ଚ ନନେବା କିମ୍ବା ନଦେବା; ସମସ୍ତ କାର‌୍ୟ୍ୟକୁ ସଛୋଟତା ସହ ପାରଦର୍ଶିତା ଭଳି କାର‌୍ୟ୍ୟକରିବା; ସାର୍ବଜନିକ ହିତରେ କାର‌୍ୟ୍ୟକରିବା; ବ୍ୟକ୍ତିଗତ ବ୍ୟବହାରରେ ସତ୍ୟନିଷ୍ଠା ପ୍ରଦର୍ଶନ କରିବା ସହ ଉଦାହରଣ ଦ୍ୱାରା ନେତୃତ୍ୱ ନେବା ଏବଂ ଭ୍ରଷ୍ଟାଚାରର ଯେକୌଣସି ଘଟଣାକୁ ଉଚିତ ଅଧିକାରୀଙ୍କୁ ଜଣାଇବାକୁ ମଧ୍ୟ ରେଳକର୍ମଚାରୀ ମାନେ ସଂକଳ୍ପ ନେଇଛନ୍ତି।

ଏହି ଶପଥ ଗ୍ରହଣ ଉତ୍ସବରେ ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ମାନେ ଯୋଗ ଦେଇଥିଲେ। ବରିଷ୍ଠ ଉପ ମହାପ୍ରବନ୍ଧକ ତଥା ମୁଖ୍ୟ ସତର୍କତା ଅଧିକାରୀ ଶ୍ରୀ ସଞ୍ଜୟ ମହାପାତ୍ର ଏହି କାର‌୍ୟ୍ୟକ୍ରମକୁ ସଂଯୋଜନା କରିଥିଲେ।

ବିଦ୍ୟା ଭୂଷଣ ମହାପ୍ରବନ୍ଧକ ସତର୍କତା ସଚେତନତା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Latest News

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.