Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା: ଆସନ୍ତାକାଲି ଏହି ସବୁ ଅଞ୍ଚଳରେ ୧୦ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ
ଆଜିର ଖବର

ଚିଲିକା: ଆସନ୍ତାକାଲି ଏହି ସବୁ ଅଞ୍ଚଳରେ ୧୦ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ

October 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀ ରେ ଦଶ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ ନାଭାଲ ଗ୍ରୀଡ଼ର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୭ ଘଟିକାରୁ ଅପରାହ୍ନ ୫ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ। ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ନିବେଦନ କରିଛନ୍ତି ଉପଖଣ୍ଡ ଅଧିକାରୀ ଶ୍ରୀ ଦଳେଇ।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି। ସେହିପରି ଚିଲିକା ବ୍ଲକ୍‌ର ସୋରଣ, କଳକଳେସ୍ୱର ଓ ଚଣ୍ଡେଶ୍ବର ପଞ୍ଚାୟତ‌ ବାଦ୍‌ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି।

ଚିଲିକା ଟି.ପି.ସି.ଓ.ଡି.ଏଲ ବନ୍ଦ ରହିବ ବାଲୁଗାଁ ଉପଖଣ୍ଡ ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.