Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା
ଆଜିର ଖବର

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

April 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
second phase voting
second phase voting

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ସକାଳ ୫.୩୦ ରେ ମକ୍ ପୋଲ ପରେ ୭ ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ବିଭିନ୍ନ ମତଦାନ କେନ୍ଦ୍ରରେ ଭୋଟରଙ୍କ ଲମ୍ବା ଧାଡି ଦେଖିବାକୁ ମିଳିଛି। ଏହି ପର୍ଯ୍ୟାୟରେ ରାଜ୍ୟର ୫ ଲୋକସଭା ଏବଂ ଏହି ସମସ୍ତ ଲୋକସଭା ଅନ୍ତର୍ଗତ ୩୫ ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ସମୁଦାୟ ୭୬ ଲକ୍ଷ ୯୩ ହଜାର ୧୨୩ ମତଦାତା ନିଜର ମତ ସାବ୍ୟସ୍ତ କରିବେ। ୯୧୧୭ ଟି ବୁଥରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭୋଟରଙ୍କ ମଧ୍ୟରେ ୩୯ ଲକ୍ଷ ୪୫ ହଜାର ୦୨୫ ଗଣ ପୁରୁଷ ରହିଥିବା ବେଳେ ୩୭ ଲକ୍ଷ ୪୭ ହଜାର ୪୯୩ ଜଣ ମହିଳା ଭୋଟର ରହିଛନ୍ତି। ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ୩୫ ବିଧାନସଭା ପାଇଁ ୨୪୪ ଜଣ ପ୍ରାର୍ଥୀ ରହିଥିବା ବେଳେ ୫ଟି ଲୋକସଭା ଆସନ ପାଇଁ  ୩୫ ଜଣ ପ୍ରାର୍ଥୀ ରହିଛନ୍ତି। ବରଗଡ଼,ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଏବଂ ଆସ୍କାରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେଉଛି।

second starts thesamikhsya voting
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ସବୁଠାରୁ ବଡ଼ ଆଇପିଓ ପୂର୍ବରୁ ଜିଓ ରଖିଲା ଆଗାମୀ ରୋଡମ୍ୟାପ୍

October 16, 2026

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026
Latest News

ଭାରତର ସବୁଠାରୁ ବଡ଼ ଆଇପିଓ ପୂର୍ବରୁ ଜିଓ ରଖିଲା ଆଗାମୀ ରୋଡମ୍ୟାପ୍

October 16, 2026

ପୂର୍ବତନ ଆମେରିକୀୟ ଜିମ୍ନାଷ୍ଟିକ୍ସ କୋଚ୍‌ ସିନ୍ ଗାର୍ଡନରଙ୍କୁ ୯୦ ବର୍ଷ ଜେଲ୍‌

October 16, 2026

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି: ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.