Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବହୁଚର୍ଚ୍ଚିତ ମମିତା ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଏବଂ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ କଂଗ୍ରେସର ପ୍ରତିବାଦ
ଆଜିର ଖବର

ବହୁଚର୍ଚ୍ଚିତ ମମିତା ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଏବଂ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ କଂଗ୍ରେସର ପ୍ରତିବାଦ

October 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ର ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ,ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀ ନେଇ କଂଗ୍ରେସର ଜିଲ୍ଲାସାରା ପ୍ରତିବାଦ କରାଯାଇଛି। ଜିଲ୍ଲା କଂଗ୍ରେସ ସଭାପତି ଭାରତ ବେମାଲଙ୍କ ନେତୃତ୍ୱରେ ଭବାନୀପାଟଣା ଠାରେ ଶତାଧିକ କଂଗ୍ରେସ କାର୍ଯ୍ୟକର୍ତା ଙ୍କ ସହିତ ପ୍ରତିବାଦ ପ୍ରଦର୍ଶନ କରାଯାଇଥିଲା। ଜୁନାଗଡ ନଗର କଂଗ୍ରେସ ସଭାପତି କୈଳାସ ଅଗ୍ରୱାଲ, ପ୍ରଭାତ ଦାଶ, ଚିତ ରଂଜନ ନିଆଲଙ୍କ ନେତୃତ୍ୱରେ ଜୁନାଗଡ ତାନା ସମ୍ମୁଖରେ ମୁହଁରେ କଳାପଡି ବାନ୍ଧି ପ୍ଲାକାର୍ଡ ପ୍ରଦର୍ଶନ ପୂର୍ବକ ପ୍ରତିବାଦ କରାଯାଇଥିଲା।

ସେହିପରି ଧର୍ମଗଡ, କୋକସରା, ଗୋଲାମୁଣ୍ଡା, କେସିଙ୍ଗା, କର୍ଲାମୁଣ୍ଡା, ନର୍ଲା, ମ.ରାମପୁର ଆଦି ସମସ୍ତ ବ୍ଲକ ଅଂଚଳରେ କଂଗ୍ରେସ ପକ୍ଷରୁ ପ୍ରତିବାଦ ପ୍ରଦର୍ଶନ କରାଯାଇ ମମିତା ହତ୍ୟାକାଣ୍ଡର ସିବିଆଇ ତଦନ୍ତ, ମନ୍ତ୍ରୀଙ୍କ ଇସ୍ତଫା ଦାବୀ କରାଯାଇଥିଲା। ଇତିମଧ୍ୟରେ କଂଗ୍ରେସ ଦଳ ପକ୍ଷରୁ କେନ୍ଦ୍ରୀୟ ନେତୃତ୍ୱ ସମେତ ରାଜ୍ୟସ୍ତରୀୟ କଂଗ୍ରେସ ନେତାମାନେ ପୀଡିତା ପରିବାରକୁ ଭେଟି ସମବେଦନ ଜଣାଇବା ସହିତ ଘଟଣାର ସିବିଆଇ ତଦନ୍ତ ଦାବୀ କରିଛନ୍ତି।

କଳାହାଣ୍ଡି ଜିଲ୍ଲା ଗୃହରାଷ୍ଟ୍ର ମନ୍ତ୍ରୀ ମମିତା ହତ୍ୟାକାଣ୍ଡ ସିବିଆଇ ତଦନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ରାଶିଫଳ: ପାଞ୍ଚୋଟି ରାଶି ପାଇଁ ଅକ୍ଟୋବର ୧୮ ତାରିଖ ହେଉଛି ଶୁଭ ଦିନ

October 18, 2026

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026
Latest News

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026

ରାଶିଫଳ: ପାଞ୍ଚୋଟି ରାଶି ପାଇଁ ଅକ୍ଟୋବର ୧୮ ତାରିଖ ହେଉଛି ଶୁଭ ଦିନ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.