Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସତ୍ୟପାଠରେ ତଥ୍ୟ ଲୁଚାଇଥିବାରୁ କଂଗ୍ରେସ ନେତାଙ୍କୁ ମମତାଙ୍କ ସମାଲୋଚନା
ଆଜିର ଖବର

ସତ୍ୟପାଠରେ ତଥ୍ୟ ଲୁଚାଇଥିବାରୁ କଂଗ୍ରେସ ନେତାଙ୍କୁ ମମତାଙ୍କ ସମାଲୋଚନା

April 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗର ମୁର୍ଶିଦାବାଦରେ କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଛନ୍ତି ତୃଣମୂଳ ନେତ୍ରୀ ମମତା ବାନାର୍ଜୀ। ନିଜର ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇ ଥିବାରୁ କଂଗ୍ରେସ ନେତାଙ୍କୁ ସମାଲୋଚନା କରିଛନ୍ତି ମମତା। ବରହମ୍‌ପୁରରୁ କଂଗ୍ରେସର ଲୋକସଭା ପ୍ରାର୍ଥୀ ଅଧିର ଚୌଧୁରୀ ନିଜ ପତ୍ନୀଙ୍କ ସମ୍ପର୍କରେ ସତ୍ୟପାଠରେ ଲୁଚାଇଥିବାରୁ ଏହାକୁ ସମାଲୋଚନା କରିଛନ୍ତି ମମତା। ନିଜର ପ୍ରଥମ ପତ୍ନୀଙ୍କ ସମ୍ପର୍କରେ ତଥ୍ୟ ଲୁଚାଇଥିବାରୁ ମମତା ଅଧିରଙ୍କୁ ସମାଲୋଚନା କରିଛନ୍ତି। ମମତା ଆହୁରି ମଧ୍ୟ କହିଛନ୍ତି ଏହା ଅଧିରଙ୍କ ବ୍ୟକ୍ତିଗତ ମାମଲା ମାତ୍ର ତଥ୍ୟ ନଦେବା ତଥ୍ୟ ଲୁଚାଇବା ସଙ୍ଗେ ସମାନ। ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ଅଧିର କହିଛନ୍ତି, ରାଜନୈତିକ ଭାବରେ ମମତାଙ୍କର ମୋ ବିରୋଧରେ କିଛି କହିବାର ନାହିଁ ତେଣୁ ସେ ବ୍ୟକ୍ତିଗତ ସ୍ତରରେ ଆକ୍ରମଣ କରୁଛନ୍ତି। ଉଲ୍ଲେଖଯୋଗ୍ୟ ଯ, ଅଧିର ୪ ଥର ଧରି ବରହମ୍‌ପୁର ସଂସଦୀୟ କ୍ଷେତ୍ରରୁ ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି।

Congress mamata mamatabanerjee targets
Share. Facebook Twitter LinkedIn Email WhatsApp Copy Link

Related Posts

ବିଂଶତମ ପରିସଂଖ୍ୟାନ ଦିବସ ୨୦୨୬ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

June 30, 2026

ଅମିତ ଶାହଙ୍କ ଉପସ୍ଥିତିରେ ଯମୁନା ଜଳ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକାରିତା ପାଇଁ ଚୁକ୍ତି ସ୍ୱାକ୍ଷର

June 30, 2026

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026
Latest News

ବିଂଶତମ ପରିସଂଖ୍ୟାନ ଦିବସ ୨୦୨୬ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

June 30, 2026

ଅମିତ ଶାହଙ୍କ ଉପସ୍ଥିତିରେ ଯମୁନା ଜଳ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକାରିତା ପାଇଁ ଚୁକ୍ତି ସ୍ୱାକ୍ଷର

June 30, 2026

ବିକଶିତ ଗ୍ରାମ-ବିକଶିତ ଭାରତ’ ପାଇଁ ପ୍ରସ୍ତୁତ ହେଲା ସହଭାଗୀ ରୋଡମ୍ୟାପ୍

June 30, 2026

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.