Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ଫଳ, କେମିତି ଜାଣିବେ ଆପଣଙ୍କ ରେଜଲଟ
ଆଜିର ଖବର

ପ୍ରକାଶ ପାଇଲା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ଫଳ, କେମିତି ଜାଣିବେ ଆପଣଙ୍କ ରେଜଲଟ

October 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରକାଶ ପାଇଲା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା 2021 ଫଳ, କେମିତି ଜାଣିବେ ଆପଣଙ୍କ ରେଜଲଟ

ନୂଆଦିଲ୍ଲୀ: ୟୁନିୟନ ପବ୍ଲିକ ସର୍ଭିସ କମିଶନରଙ୍କ ଦ୍ବାରା କରାଯାଇଥିବା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏହି ପରୀକ୍ଷା ଗତ ଅକ୍ଟୋବର 10 ତାରିଖରେ ଦେଶର ବିଭିନ୍ନ କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା। ଗତ ବର୍ଷ ପରି ଚଳିତ ବର୍ଷ ୟୁପିଏସସି ମଧ୍ୟ 20 ଦିନର ପ୍ରିଲିମିନାରୀ ଫଳ ପ୍ରକାଶ କରିବାରେ ସମର୍ଥ ହୋଇଛି।

ଏହି ପରୀକ୍ଷାରେ ଯେଉଁମାନେ କୃତ କାର୍ଯ୍ୟ ହେବେ ସେମାନେ ମେନ ପରୀକ୍ଷା ଦେବା ପାଇଁ ଯୋଗ୍ୟ ହେବେ। ମେନ ପରୀକ୍ଷା ଆସନ୍ତା ଜାନୁୟାରୀ 7 ତାରିଖ 2022 ରେ ହେବ ବୋଲି ପୂର୍ବରୁ ଘୋଷଣା ହୋଇଛି। ପରୀକ୍ଷାର୍ଥୀମାନେ ସିଧା https://upsc.gov.in କ୍ଲିକ କରି ଫଳାଫଳ ଜାଣିପାରିବେ।

ଯେଉଁମାନଙ୍କର କିଛି ଅସୁବିଧା ଥିବା ତେବେ ସେମାନେ Tel. No. 011-23385271, 011-23098543 or 011-23381125 କୁ ଅଫିସ ସମୟରେ କଲ କରି ବୁଝିପାରିବେ।

Civil Service Preliminary result upsc ୟୁନିୟନ ପବ୍ଲିକ ସର୍ଭିସ କମିଶନର ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025
Latest News

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.