Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ୫୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତଙ୍କ ପ୍ରାଣହାନୀ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ୫୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତଙ୍କ ପ୍ରାଣହାନୀ

October 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୬୦ ହଜାର ୪୭୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୭ ହଜାର ୭୪୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୪୧ ହଜାର ୧୭୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୧ ହଜାର ୫୫୫ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ଦ୍ଦାର @୧୫୦ ଏକତା ପଦଯାତ୍ରା ହେଉଛି ଏକତାବଦ୍ଧ ଜାତିର ହୃଦସ୍ପନ୍ଦନ: କେନ୍ଦ୍ରମନ୍ତ୍ରୀ

November 19, 2025

ଚାଷୀଙ୍କୁ ଆଉ ଏକ ବଡ଼ ଉପହାର: ଏବେ ଏହି କାରଣରୁ ଫସଲ କ୍ଷତି ଲାଗି ମିଳିବ କ୍ଷତିପୂରଣ 

November 19, 2025

ପ୍ରଖ୍ୟାତ ଚଳଚିତ୍ର ନିର୍ଦ୍ଦେଶ ହିମାଂଶୁ ଖଟୁଆ ହେଲେ କଟକସ୍ଥିତ BPFTIO ର ଅଧ୍ୟକ୍ଷ

November 19, 2025

ଷଷ୍ଠ ଜାତୀୟ ଜଳ ପୁରସ୍କାର ଏବଂ ଜଳ ସଞ୍ଚୟ ଜନ ଭାଗିଦାରୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

November 19, 2025
Latest News

ସର୍ଦ୍ଦାର @୧୫୦ ଏକତା ପଦଯାତ୍ରା ହେଉଛି ଏକତାବଦ୍ଧ ଜାତିର ହୃଦସ୍ପନ୍ଦନ: କେନ୍ଦ୍ରମନ୍ତ୍ରୀ

November 19, 2025

ଚାଷୀଙ୍କୁ ଆଉ ଏକ ବଡ଼ ଉପହାର: ଏବେ ଏହି କାରଣରୁ ଫସଲ କ୍ଷତି ଲାଗି ମିଳିବ କ୍ଷତିପୂରଣ 

November 19, 2025

ପ୍ରଖ୍ୟାତ ଚଳଚିତ୍ର ନିର୍ଦ୍ଦେଶ ହିମାଂଶୁ ଖଟୁଆ ହେଲେ କଟକସ୍ଥିତ BPFTIO ର ଅଧ୍ୟକ୍ଷ

November 19, 2025

ଷଷ୍ଠ ଜାତୀୟ ଜଳ ପୁରସ୍କାର ଏବଂ ଜଳ ସଞ୍ଚୟ ଜନ ଭାଗିଦାରୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

November 19, 2025

ଏସିଆ କପ୍ ସେମିଫାଇନାଲ୍‌ରେ ପହଞ୍ଚିଲା ଭାରତ: ଓମାନକୁ ୬ ୱିକେଟ୍‌ରେ ପରାସ୍ତ କଲା ଟିମ ଇଣ୍ଡିଆ

November 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.